ନବମ ଓ ଦଶମ ଶ୍ରେଣୀ ପିଲାଙ୍କ ପାଇଁ ନୂଆ ପାଠ୍ୟକ୍ରମ:

ଆସ୍‌ପିରେସନାଲ୍‌ କମ୍ପୋନେଣ୍ଟ ନାମରେ ନୂଆ ପାଠ୍ୟକ୍ରମ, ଏହି ନୂଆ ପାଠ୍ୟକ୍ରମ ନେଇ ବୋର୍ଡ କର୍ତ୍ତୃପକ୍ଷଙ୍କ ସୂଚନା; ଚଳିତ ବର୍ଷ ୯ମ ଶ୍ରେଣୀରୁ ଆରମ୍ଭ ହେବ ଏହି ନୂଆ ପାଠ୍ୟକ୍ରମ; ଆସନ୍ତା ବର୍ଷଠାରୁ ଉଭୟ ନବମ ଓ ଦଶମରେ ଲାଗୁ ହେବ । ଚଳିତ ବର୍ଷ ନବମ ଶ୍ରେଣୀରୁ ଆରମ୍ଭ ହେବ ନୂଆ ପାଠ୍ୟକ୍ରମ, ଆସନ୍ତା ବର୍ଷଠାରୁ ଉଭୟ ନବମ ଏବଂ ଦଶମରେ ଲାଗୁ ହେବ, ଆସ୍ପିରେସନାଲ୍ କମ୍ପୋନେଣ୍ଟରେ ୪ଟି ବିଭାଗ ରହିବ; ବୁକ୍ ରିଭ୍ୟୁ, ପ୍ରୋଜେକ୍ଟ ୱାର୍କ, କୋ-କରିକୁଲମ ଆକ୍ଟିଭିଟି, ବେସିକ୍ ଆଇଟି ସ୍କିଲ୍ ,

Comments are closed.