ଭୁବନେଶ୍ୱର : ରାଜ୍ୟର ବିକାଶ ପ୍ରକ୍ରିୟାକୁ ଗତିଶୀଳ କରିବା ପାଇଁ ୨୦୨୪ ସାଧାରଣ ନିର୍ବାଚନ ପୂର୍ବରୁ କେନ୍ଦ୍ରରେ ବିଜେପି ନେତୃତ୍ୱାଧୀନ ଏନଡିଏରେ ସାମିଲ ହେବା ନିମନ୍ତେ ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଆଜି କେନ୍ଦ୍ର ସାମାଜିକ ନ୍ୟାୟ ଓ ସଶକ୍ତିକରଣ ରାଷ୍ଟ୍ରମନ୍ତ୍ରୀ ରାମଦାସ ଅଠାୱଲେ ଆହ୍ୱାନ କରିଛନ୍ତି ।
ଆହୁରି ପଢ଼ନ୍ତୁ
Comments are closed.