ବି.ବି.ନିୟୁଜ : ପ୍ରାପ୍ତବୟସ୍କ ଝିଅକୁ ବାପା-ମା’ କିମ୍ବା ଶ୍ବଶୁର ଘରେ ରହିବାକୁ ବାଧ୍ୟ କରାଯାଇ ପାରିବ ନାହିଁ । ଏଭଳି କରିବାକୁ ଆଇନରେ କୌଣସି ବ୍ୟବସ୍ଥା ନାହିଁ । ଏକ ମାମଲାର ବିଚାର କରି ଏଭଳି ଗୁରୁତ୍ବପୂର୍ଣ୍ଣ ରାୟ ଶୁଣାଇଛନ୍ତି ଓଡ଼ିଶା ହାଇକୋର୍ଟ । ନିଜ ପରିବାର ଠାରୁ ଦୁରେଇ ରହୁଥିବା ଜଣେ ଝିଅକୁ ଖୋଜି ବାହାର କରିବାକୁ ମା’ଙ୍କ ତରଫରୁ ଦାୟର ହୋଇଥିବା ହେବିୟସ କର୍ପସ ପିଟିସନକୁ ଖାରଜ କରିଦେଇଛନ୍ତି ହାଇକୋର୍ଟ ।
Sign in
Sign in
Recover your password.
A password will be e-mailed to you.