ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଖାଇ ପାଇଁ ଲଗ୍ନ ଧାର୍ଯ୍ୟ ହୋଇଛି

ସମ୍ବଲପୁର: ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଖାଇ ପାଇଁ ଶୁକ୍ରବାର ଲଗ୍ନ ଧାର୍ଯ୍ୟ ହୋଇଛି। ସେପ୍ଟେମ୍ବର ୧ ତାରିଖ ନୂଆଖାଇରେ ମା’ ସମଲେଶ୍ବରୀଙ୍କଠାରେ ନବାନ୍ନ ଲାଗି ହେବା ପାଇଁ ଲଗ୍ନ ଧାର୍ଯ୍ୟ ହୋଇଛି। ସକାଳ ୧୦ଟା ୫୬ରୁ ୧୧ଟା ୧୦ ମଧ୍ୟରେ ମା’ଙ୍କୁ ନବାନ୍ନ ଲାଗି ହେବ।

Comments are closed.