ନୟାଗଡ଼ (୨/୪): ଓଡ଼ିଶା ଦିବସ ସମାରୋହ -୨୦୨୬ ଅବସରରେ ନୟାଗଡ଼ ଜିଲ୍ଲା ପ୍ରଶାସନ ତରଫରୁ ଆୟୋଜିତ ଭବ୍ୟ କାର୍ଯ୍ୟକ୍ରମରେ ବହୁ ପ୍ରତିଭାଧାରୀ ବ୍ୟକ୍ତି ବିଶେଷଙ୍କ ଗହଣରେ ଓଡ଼ିଶାର ମାନ୍ୟବର ଉପମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ କନକ ବର୍ଦ୍ଧନ ସିଂହଦେଓଙ୍କ ଦ୍ଵାରା କବି, ଲେଖକ,ନାଟ୍ୟକାର, ଅନୁବାଦକ, ସଂଗଠକ ତଥା ସମାଜସେବୀ ଶ୍ରୀ ଶରତ ଚନ୍ଦ୍ର ଆଚାର୍ଯ୍ୟ ସମ୍ବର୍ଦ୍ଧିତ ହୋଇଛନ୍ତି।
ରିପୋର୍ଟ-ସନାତନ ମହାକୁଡ଼।
Sign in
Sign in
Recover your password.
A password will be e-mailed to you.
Prev Post
Comments are closed.