ରେଢ଼ାଖୋଲ ବ୍ଲକରେ ଜନ ଅଭିଯୋଗ ଶୁଣାଣି

0

ସମ୍ବଲପୁର :ତା୨୭/୦୭/୨୬ ରିଖ ଆଜି ରେଢ଼ାଖୋଲ ବ୍ଲକ କାର୍ଯ୍ୟାଳୟରେ ଜିଲ୍ଲାପାଳ ସମ୍ବଲପୁର ଏବଂ ଏସ.ପି ସମ୍ବଲପୁର ଙ୍କ ର ମିଳିତ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଥିଲା | ମୋଟ ୧୩୨ ଟି ଆବେଦନ ଗ୍ରହଣ କରାଯାଇ ଥିଲା ଯେଉଁଥିରୁ ୧୧୪ ଟି ଆବେଦନ ବ୍ୟକ୍ତିଗତ ସମ୍ବନ୍ଧୀୟ ଥିବା ବେଳେ, ୧୮ ଟି ସମସ୍ୟା ଗୋଷ୍ଠୀ ସମସ୍ୟା ସହିତ ଜଡିତ ଥିଲା ।

Leave A Reply

Your email address will not be published.