ଆଜି ଶ୍ରୀମନ୍ଦିରରେ ବନକ ଲାଗି ନୀତି

ନ୍ଧ୍ୟା ୬ଟାରୁ ରାତି ୧୦ଟା ଯାଏଁ ସର୍ବସାଧାରଣ ଦର୍ଶନ ବନ୍ଦ

ପୁରୀ: ଆଜି ଶ୍ରୀମନ୍ଦିରରେ ଶ୍ରୀବିଗ୍ରହମାନଙ୍କର ବନକ ଲାଗି ନୀତି ଅନୁଷ୍ଠିତ ହେବ। ଏଥିପାଇଁ ସନ୍ଧ୍ୟା ୬ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବା ପରେ ଦର୍ଶନ ବନ୍ଦ ରଖାଯାଇ ବନକଲାଗି ନୀତି ସମ୍ପାଦନ କରାଯିବ ବୋଲି ସୂଚନା ମିଳିଛି।

Comments are closed.