ବିଶ୍ବପ୍ରସିଦ୍ଧ ରଥଯାତ୍ରା ପାଇଁ ସମସ୍ତଙ୍କ ସହଯୋଗ ଲୋଡ଼ିଲେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ

0

ଭୁବନେଶ୍ଵର: ଆସନ୍ତା ୧୬ ତାରିଖ ବିଶ୍ବପ୍ରସିଦ୍ଧ ରଥଯାତ୍ରା ପାଇଁ ସମସ୍ତଙ୍କ ସହଯୋଗ ଲୋଡ଼ିଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଡ.ଅରବିନ୍ଦ କୁମାର ପାଢୀ। ଦୂରଦର୍ଶନକୁ ସ୍ବତନ୍ତ୍ର ସାକ୍ଷାତକାର ଦେଇ ସେ କହିଛନ୍ତି, ସରକାର ଓ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ରଥଯାତ୍ରା ପାଇଁ ବ୍ୟାପକ ପ୍ରସ୍ତୁତି କରାଯାଉଛି। ଚଳିତ ବର୍ଷ ରଥଯାତ୍ରା ସୁରୁଖୁରୁ ଭାବେ ସମାପନ ହେବା ପାଇଁ ମହାପ୍ରଭୁ ଜଗନ୍ନାଥଙ୍କ ପାଖେ ସେ ପ୍ରାର୍ଥନା କରିଛନ୍ତି।

Leave A Reply

Your email address will not be published.