ରାୟଗଡ଼ା : ରାୟଗଡ଼ା ଗସ୍ତରେ କେନ୍ଦ୍ର ଗ୍ରାମୀଣ ବିକାଶ ମନ୍ତ୍ରୀ ଶିବରାଜ ସିଂହ ଚୌହାନ ଓ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ପ୍ରଧାନମନ୍ତ୍ରୀ ଗ୍ରାମ୍ୟ ସଡ଼କ ଯୋଜନା- ୪ର ସ୍ବୀକୃତିପତ୍ର ହସ୍ତାନ୍ତର ସମାରୋହରେ ଯୋଗ ଦେଇଛନ୍ତି। ଏହି ଅବସରରେ ୮୨୭ଟି ନୂତନ ପ୍ରଧାନମନ୍ତ୍ରୀ ଗ୍ରାମ୍ୟ ସଡ଼କ ଯୋଜନା -୪ର ସ୍ବୀକୃତିପତ୍ର ହସ୍ତାନ୍ତର କରାଯାଇଛି। ରାୟଗଡା ଜିଲ୍ଲାରେ ୨୭୪ଟି ରାସ୍ତା ନିର୍ମାଣ ହେବ।ଏଥିପାଇଁ ୫୬୨.୧୦ କୋଟି ଟଙ୍କା ବ୍ୟୟ ହେବ ଏହି ସଡ଼କ ଯୋଗୁଁ ଜିଲ୍ଲାର ୩୧୪ଟି ଜନବସତିକୁ ଯୋଗାଯୋଗ ହୋଇପାରିବ। ସେହିପରି ଜିଲ୍ଲାରେ ନୂତନ ଭାବରେ ୫୫୨.୨୧ କିମି ନୂତନ ରାସ୍ତା ନିର୍ମାଣ ହେବ। ପ୍ରଧାନମନ୍ତ୍ରୀ ଗ୍ରାମ ସଡ଼କ ଯୋଜନା -୪ ରେ ରାୟଗଡ଼ା ଜିଲ୍ଲାରେ ଓଡିଶାର ସର୍ବାଧିକ ପ୍ରକଳ୍ପ ରହିଛ।…
Sign in
Sign in
Recover your password.
A password will be e-mailed to you.
Comments are closed.